Masthead

ସତରେ ମୃତ୍ୟୁ କେତେବେଳେ ଆସେ ଜଣାପଡେନା

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ବଜ୍ରାଘାତରେ ଜଳିଗଲେ ଯୁବକ । ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକରେ ଘଟିଛି ଅଭାବନୀୟ ଅଘଟଣ । ସକାଳୁ ସକାଳୁ ପ୍ରବଳ ବର୍ଷା ସହ ଘନ ଘନ ବଜ୍ରପାତ ହୋଇଥିଲା । ଏଥିରେ ଭୋଗରାଇର ଟୁକୁରୀ ହାଜିରା ପଂଚାୟତରେ ହରେନ୍ଦ୍ର ପରମାଣିକଙ୍କ ପୁଅ ରଞ୍ଜନଙ୍କ ବଜ୍ରପାତର ମୃତ୍ୟୁ ହୋଇଛି । ବଜ୍ରପାତରେ ରଞ୍ଜନ ଜଳି ଯାଇଛନ୍ତି ।

ସେହିପରି ପସରବିନ୍ଧା ଗ୍ରାମର ମୃତ୍ୟୁଞ୍ଜୟ ଘଢ଼ାଇଙ୍କ ବୋହୂ ମୋବାଇଲ ବ୍ୟବହାର କରୁଥୁଲା ବେଳେ ବଜ୍ରଘାତରେ ସର୍ଟସର୍କିଟରେ ଗୁରୁତର ହୋଇ ହସ୍ପିଟାଲ ସ୍ଥାନାନ୍ତରିତ ହୋଇଛନ୍ତି । ମୃତ୍ୟୁ ହୋଇଥିବା ରଞ୍ଜନ ଚିଙ୍ଗୁଡ଼ି ଘେରିକୁ ଯାଇଥିବା ବେଳେ ବର୍ଷା ଯୋଗୁ ଏକ ଚାଳ କୁଡ଼ିଆ ଘରେ ଆଶ୍ରୟ ନେଇଥିବା ବେଳେ ବଜ୍ର ପଡ଼ି ଘର ସହ ଯୁବକ ଜଳି ଯାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ