Masthead

ବିଜେଡିର ମହିଳା ମୋର୍ଚ୍ଚା

ବସ୍ତା (ବଡ଼ ଖବର ବ୍ୟୁରୋ): ବାଲେଶ୍ବର ଜିଲ୍ଲା ଜଳେଶ୍ବର ନିର୍ବାଚନମଣ୍ତଳି ଅନ୍ତର୍ଗତ ତାଡଦା , ପାଉଂଶକୁଲି ଏବଂ ରଘୁନାଥ ପଞ୍ଚାୟତରେ ବିଜେଡିର ବିଶାଳ ମହିଳା ସମାବେଶ ଅନୁଷ୍ଠିତ ହୋଇଯାଇଛି । ଏହି ସମାବେଶରେ ହଜାର ହଜାର ମହିଳା ଯୋଗଦେଇ ଥିଲେ । ଜଳେଶ୍ବର ନିର୍ବାଚନମଣ୍ତଳିର ବିଜେଡି ବିଧାୟକ ପ୍ରାର୍ଥୀ ଅଶ୍ବିନୀ କୁମାର ପାତ୍ର ଏବଂ ବାଲେଶ୍ବର ଲୋକସଭା ପ୍ରାର୍ଥୀନୀ ଲେଖାଶ୍ରୀ ସାମନ୍ତ ସିଂହାର ଯୋଗଦେଇ ଦୁଇଟି ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ନିବେଦନ କରିଥିଲେ । ପୁଣି ଥରେ ଅଶ୍ବିନୀ କୁମାର ପାତ୍ରଙ୍କୁ ବିଧାୟକ ଓ ଲେଖାଶ୍ରୀ ସାମନ୍ତ ସିଂହାରଙ୍କୁ ସାଂସଦ ରୂପେ ନିର୍ବାଚିତ କରିବା ପାଂଇ ସମସ୍ତଙ୍କୁ ନିବେଦନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ