Masthead

ଜମ୍ମୁ-ଶ୍ରୀନଗର ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଆଖିବୁଜିଲେ ୧୦ଯାତ୍ରୀ

ଜମ୍ମୁ-କଶ୍ମୀର(ବଡ଼ ଖବର ବ୍ୟୁରୋ): ଜମ୍ମୁ-କଶ୍ମୀରରେ ସଡ଼କ ଦୁର୍ଘଟଣା । ଖାଇକୁ ଟ୍ୟାକ୍ସି ଖସିବା ଫଳରେ ଚାଲିଗଲା ୧୦ ଜଣଙ୍କ ଜୀବନ । ଜମ୍ମୁରୁ ଶ୍ରୀନଗର ଯାଉଥିବାବେଳେ ଘଟିଛି ଏଭଳି ଦୁର୍ଘଟଣାର । ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିବା ପରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି। ଗତକାଲି ବିଳମ୍ୱିତ ରାତିରେ ୧୦ ଜଣ ଯାତ୍ରୀ ଶ୍ରୀନଗରରୁ ଜମ୍ମୁ ଅଭିମୁଖେ ଯାଉଥିଲେ।

ଏହି ସମୟରେ ରାମବନର ବ୍ୟାଟେରୀ ଚାଶମା ନିକଟରେ ଟ୍ୟାକ୍ସିଟି ଭାରସାମ୍ୟ ହରାଇ ଖାଇକୁ ଖସି ପଡିଥିଲା। ଖବର ପାଇ ସ୍ଥାନୀୟ ପୁଲିସ୍, ରାଜ୍ୟ ବିପର୍ୟ୍ୟୟ ମୁକାବିଲା ଫୋର୍ସ ଏବଂ ରାମବନର ସିଭିଲ୍ କୁଇକ୍ ରେସପନ୍ସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଥିଲେ। ମୃତକଙ୍କ ପରିବାରକୁ ୫୦ ହଜାର ଓ ଆହତଙ୍କୁ ୧୦ହଜାର ଟଙ୍କାର ସହାୟତା ଘୋଷଣା କରିଛି କିସ୍ତୱାଡ ଜିଲ୍ଲା ପ୍ରଶାସନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି