Masthead

ଥରିଲା ଜମ୍ମୁ କାଶ୍ମୀର

ଜମ୍ମୁ କାଶ୍ମୀର (ବଡ଼ ଖବର ବ୍ୟୁରୋ):  ଥରିଲା ଜମ୍ମୁ କାଶ୍ମୀର । ଜମ୍ମୁ କାଶ୍ମୀରର କାଟ୍‌ରା ୯୭ କିଲୋମିଟର ପୂର୍ବରେ ଶୁକ୍ରବାର ସକାଳୁ ଭୂକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ କେନ୍ଦ୍ର ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୬ ରେକର୍ଡ କରାଯାଇଛି। ଏହି ଭୂକମ୍ପ ଯୋଗୁ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ।

ପୂର୍ବ ଦିନରେ ଦେଶର ଉତ୍ତର-ପୂର୍ବ ରାଜ୍ୟରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଥିଲା। ଗୁରୁବାର ମେଘାଳୟରେ ୩.୯ ତୀବ୍ରତାର ଏକ ଭୂକମ୍ପ ହୋଇଥିଲା। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜିର ଏକ ରିପୋର୍ଟ ଅନୁଯାୟୀ, ସକାଳ ପ୍ରାୟ ୯.୨୬ ସମୟରେ ଏହି ଭୂକମ୍ପ ଘଟିଥିଲା। ଏହି ଭୂକମ୍ପ ୪୬ କିଲୋମିଟର ଗଭୀରରେ ଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ