Masthead

ଥରିଲା ଜମ୍ମୁ କାଶ୍ମୀର

ଜମ୍ମୁ କାଶ୍ମୀର (ବଡ଼ ଖବର ବ୍ୟୁରୋ):  ଥରିଲା ଜମ୍ମୁ କାଶ୍ମୀର । ଜମ୍ମୁ କାଶ୍ମୀରର କାଟ୍‌ରା ୯୭ କିଲୋମିଟର ପୂର୍ବରେ ଶୁକ୍ରବାର ସକାଳୁ ଭୂକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ କେନ୍ଦ୍ର ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୬ ରେକର୍ଡ କରାଯାଇଛି। ଏହି ଭୂକମ୍ପ ଯୋଗୁ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ।

ପୂର୍ବ ଦିନରେ ଦେଶର ଉତ୍ତର-ପୂର୍ବ ରାଜ୍ୟରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଥିଲା। ଗୁରୁବାର ମେଘାଳୟରେ ୩.୯ ତୀବ୍ରତାର ଏକ ଭୂକମ୍ପ ହୋଇଥିଲା। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜିର ଏକ ରିପୋର୍ଟ ଅନୁଯାୟୀ, ସକାଳ ପ୍ରାୟ ୯.୨୬ ସମୟରେ ଏହି ଭୂକମ୍ପ ଘଟିଥିଲା। ଏହି ଭୂକମ୍ପ ୪୬ କିଲୋମିଟର ଗଭୀରରେ ଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ