Masthead

ଔପଦାରେ ବିଜେଡିର ଜନସମ୍ପର୍କ ପଦଯାତ୍ରା

ଔପଦା (ବଡ଼ ଖବର ବ୍ୟୁରୋ): ବାଲେଶ୍ଵର ଜିଲ୍ଲା ନୀଳଗିରି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଔପଦା ୧ନମ୍ବର ଜୋନରେ ବିଜେଡିର ଜନସମ୍ପର୍କ ପଦଯାତ୍ରା ।  ବିଜୁ ଜନତା ଦଳ ପକ୍ଷରୁ ଜନ ସମ୍ପର୍କ ପଦଯାତ୍ରା ସ୍ଥାନୀୟ ଶିବ ମନ୍ଦିର ନିକଟରୁ ଆରମ୍ଭ ହେଇ ବଜାର ପରିକ୍ରମା କରି ଔପଦା ହାଇସ୍କୁଲ ପଡିଆରେ ଆୟୋଜିତ ସଭାମଞ୍ଚ ପାଖରେ ପହଂଚିଥିଲା । ଔପଦା ବ୍ଲକ ବିଜେଡି ସଭାପତି ଅଶୋକ କୁମାର ପ୍ରଧାନଙ୍କ ସଭାପତିତ୍ବରେ ଏହି ପଦଯାତ୍ରା ଆୟୋଜିତ ହୋଇଥିଲା । ଏହି ପଦଯାତ୍ରାରେ ବାଲେଶ୍ୱର ଜିଲ୍ଲାପରିଷଦ ସଭାପତି ନାରାୟଣ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ