Masthead

ଔପଦାରେ ବିଜେଡିର ଜନସମ୍ପର୍କ ପଦଯାତ୍ରା

ଔପଦା (ବଡ଼ ଖବର ବ୍ୟୁରୋ): ବାଲେଶ୍ଵର ଜିଲ୍ଲା ନୀଳଗିରି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଔପଦା ୧ନମ୍ବର ଜୋନରେ ବିଜେଡିର ଜନସମ୍ପର୍କ ପଦଯାତ୍ରା ।  ବିଜୁ ଜନତା ଦଳ ପକ୍ଷରୁ ଜନ ସମ୍ପର୍କ ପଦଯାତ୍ରା ସ୍ଥାନୀୟ ଶିବ ମନ୍ଦିର ନିକଟରୁ ଆରମ୍ଭ ହେଇ ବଜାର ପରିକ୍ରମା କରି ଔପଦା ହାଇସ୍କୁଲ ପଡିଆରେ ଆୟୋଜିତ ସଭାମଞ୍ଚ ପାଖରେ ପହଂଚିଥିଲା । ଔପଦା ବ୍ଲକ ବିଜେଡି ସଭାପତି ଅଶୋକ କୁମାର ପ୍ରଧାନଙ୍କ ସଭାପତିତ୍ବରେ ଏହି ପଦଯାତ୍ରା ଆୟୋଜିତ ହୋଇଥିଲା । ଏହି ପଦଯାତ୍ରାରେ ବାଲେଶ୍ୱର ଜିଲ୍ଲାପରିଷଦ ସଭାପତି ନାରାୟଣ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ