Masthead

ଜନଶତାଦ୍ଦୀ ଟ୍ରେନ ଲାଇନଚ୍ୟୁତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ପୁଣି ଲାଇନଚ୍ୟୁତ ହେଲା ଟ୍ରେନ । ଗୁରୁବାର ବିଳମ୍ବିତ ରାତିରେ ଚେନ୍ନାଇ ସେଣ୍ଟ୍ରାଲ ଷ୍ଟେସନ ନିକଟରେ ଲାଇନଚ୍ୟୁତ ହୋଇଥିଲା ଜନଶତାଦ୍ଦୀ ଟ୍ରେନ । ଟ୍ରେନ ଯାତ୍ରୀଙ୍କୁ ଓହ୍ଲାଇବା ପରେ ସଫା ହେବାକୁ ୟାର୍ଡକୁ ଯିବା ବେଳେ ଲାଇନଚ୍ୟୁତ ହୋଇଥିଲା । ଏଥିରେ କୌଣସି କ୍ଷୟକ୍ଷତି ହୋଇନଥିଲା ।

ସୂଚନା ଅନୁସାରେ ବିଜୟୱାଡାରୁ ଆସୁଥିବା ଜନଶତାବ୍ଦି ଟ୍ରେନ ପୁରାଚି ଥାଲାଇଭରର ଡ.ଏମଜିଆର ଚେନ୍ନାଇ ସେଣ୍ଟ୍ରାଲ ଷ୍ଟେସନ ଯାତ୍ରୀଙ୍କୁ ଓହ୍ଲାଇବା ପରେ ବାସିନ ବ୍ରିଜ ୟାର୍ଡକୁ ସଫା ହେବାକୁ ଯାଉଥିଲା । ଏହି ସମୟରେ ଟ୍ରେନର ଏକ ବଗିରେ ପ୍ରଥମ ୨ଟି ଚକ ଲାଇନଚ୍ୟୁତ ହୋଇଥିଲା । ତେବେ ଲୋକପାଇଲଟ ଓ କର୍ମଚାରୀଙ୍କ ସହ ମିଶି ରେଳବାଇ ପୋଲିସ ମାମଲାର ତଦନ୍ତ ଆରମ୍ଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି