Masthead

ଆଜି ପବିତ୍ର ଜନ୍ମାଷ୍ଟମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ହେଉଛି ପବିତ୍ର ଜନ୍ମାଷ୍ଟମୀ । ହିନ୍ଦୁ ପାଞ୍ଜି ଅନୁସାରେ ଭାଦ୍ରବ ମାସ କୃଷ୍ଣପକ୍ଷର ଅଷ୍ଟମୀ ତିଥିକୁ ଜନ୍ମାଷ୍ଟମୀ ଭାବେ ପାଳନ କରାଯାଏ। କିମ୍ବଦନ୍ତୀ ଅନୁସାରେ ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀରେ ଭଗବାନ ଶ୍ରୀକୃଷ୍ଣ ଧରାପୃଷ୍ଠରେ ଜନ୍ମଗ୍ରହଣ କରିଥିଲେ । ଦେବକୀ ଓ ବସୁଦେବଙ୍କ ଅଷ୍ଟମ ସନ୍ତାନ ଭାବେ ମହାରାଜା କଂସଙ୍କ କାରଗାରରେ ଜନ୍ମ ନେଇଥିଲେ ଭଗବାନ ଶ୍ରୀକୃଷ୍ଣ । ପୃଥିବୀ ପୃଷ୍ଠରୁ ପାପର ଭାରକୁ କମାଇବା ଲାଗି ଏବଂ ସାଧୁସନ୍ଥ, ମୁନିଋଷିଙ୍କୁ ରକ୍ଷା କରିବା ପାଇଁ ଭଗବାନ ବିଷ୍ଣୁ ଧାରଣ କରିଥିଲେ ଶ୍ରୀକୃଷ୍ଣଙ୍କ ଅବତାର ।

ସାରା ବିଶ୍ୱର ହିନ୍ଦୁ ସଂପ୍ରଦାୟ ଏହାକୁ ପାଳନ କରୁଥିବାବେଳେ ଉତ୍ତର ଭାରତରେ ଏହାକୁ ଖୁବ ଧୁମଧାମରେ ପାଳନ କରାଯାଏ । ଦ୍ୱାରିକାରେ ଆଡ଼ମ୍ବରର ସହକାରେ ଏହାକୁ ବେଶ୍‌ ଆକର୍ଷଣୀୟ ଢଙ୍ଗରେ ପାଳନ କରାଯାଉଥିବା ବେଳେ ମହାରାଷ୍ଟ୍ରରେ ବିଶେଷ କରି ଦହିହାଣ୍ଡି ଭଙ୍ଗାର ଆୟୋଜନ କରାଯାଇଥାଏ। ଭଗବାନ ଶ୍ରୀକୃଷ୍ଣଙ୍କର ଜନ୍ମ ଅଷ୍ଟମୀ ତିଥିର ରୋହିଣୀ ନକ୍ଷତ୍ରରେ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା