ନଡ୍ଡାଙ୍କ ରୋଡ୍‌ ଶୋ’ରେ କମ୍ପିଲା ଭୁବନେଶ୍ୱର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ନଡ୍ଡାଙ୍କ ରୋଡ୍‌ ଶୋ’ । ମାଉସୀ ମା’ ଛକରୁ ଲିଙ୍ଗରାଜ ମନ୍ଦିର ପର୍ଯ୍ୟନ୍ତ ଚାଲିଛି ରୋଡ୍‌ ଶୋ’ । ତାଙ୍କ ସହ ରହିଛନ୍ତି ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ଅପରାଜିତା ଷଢ଼ଙ୍ଗୀ ଓ ଏକାମ୍ର ବିଧାୟକ ପ୍ରାର୍ଥୀ ବାବୁ ସିଂହ । ଏହି ରୋଡ୍‌ ସୋ’ ସରିବା ପରେ ଅପରାହ୍ନରେ ବରଗଡ଼ ଜିଲ୍ଲାର ପଦ୍ମପୁର ଓ ସୁନ୍ଦରଗଡ଼ରେ ନିର୍ବାଚନୀ ସଭାକୁ ସମ୍ବୋଧିତ କରିବେ ନଡ୍ଡା । ଗତକାଲି ସନ୍ଧ୍ୟାରେ ସେ ଓଡ଼ିଶାରେ ପହଞ୍ଚିଥିଲେ । ତାପରେ ମହିଳାମୋର୍ଚ୍ଚା ସହ ବୈଠକ କରିଥିଲେ ।

ସେଠାରେ ସେ ରାଜ୍ୟ ସରକାରଙ୍କ ଉପରେ ପ୍ରବଳ ବର୍ଷିଥିଲେ । ବିଜେଡି ସରକାର ଭୋଟ୍ ପାଇଁ ଲାଞ୍ଚ ଦିଏ କହିଥିଲେ ନଡ୍ଡା । ‘ଦିନକୁ ୫୪ ପଇସାରେ ୫ ବର୍ଷର ଅଧିକାର ଛଡ଼ାଇ ନେବାକୁ ଚାହୁଁଛି ବିଜେଡି । ମହିଳାଙ୍କୁ ସୁଭଦ୍ରା ଯୋଜନାରେ ମୋଦି ସରକାର ୫୦ ହଜାର ଟଙ୍କାର ଭାଉଚର ଦେବେ । ଓଡ଼ିଶାରେ ଅଫିସରମାନଙ୍କ ସରକାର ଚାଲିଛି କହିଥିଲେ ନଡ୍ଡା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’