Masthead

ଦୃଢ ହେବ ଭାରତ-ଜାପାନ ସମ୍ପର୍କ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ଭାରତ ଗସ୍ତରେ ଆସିବେ ଜାପାନ ପ୍ରଧାନମନ୍ତ୍ରୀ । ଭାରତ ସହ ସମ୍ପର୍କକୁ ଦୃଢ କରିବା ପାଇଁ ମାର୍ଚ୍ଚ ୨୦ରେ ଭାରତ ଗସ୍ତରେ ଆସୁଛନ୍ତି ଜାପାନ ପ୍ରଧାନମନ୍ତ୍ରୀ କିଶିଦା ଫୁମିଓ । ଗୋଟିଏ ଦିନ ରହିବା ପରେ ସେ ମାର୍ଚ୍ଚ ୨୧ରେ ଜାପାନ ଫେରିଯିବେ। ତାଙ୍କର ଏହି ଗସ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି। ଫୁମିଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଦ୍ୱିପାକ୍ଷିକ ଏବଂ ଆଞ୍ଚଳିକ ପ୍ରସଙ୍ଗକୁ ନେଇ ବିସ୍ତୃତ ଭାବରେ ଆଲୋଚନା କରିବେ ବୋଲି ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା