ଭୂକମ୍ପରେ ଥରିଲା ଜାପାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଜାପାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୭ ରହିଥିବା ବେଳେ ଏହି ପ୍ରାକୃତିକ ବିପର୍ଯ୍ୟୟରେ ୨୦ରୁ ଅଧିକ ଜଣ ଆହତ ହୋଇଛନ୍ତି । ଭୂମିକମ୍ପର ଝଟକାରେ ଅନେକ ସ୍ଥାନରେ ଦୋକାନର କାଚ ଭାଙ୍ଗିଯିବା ସହ ଭୟଭୀତ ଲୋକମାନେ ଘରୁ ବାହାରକୁ ଦୌଡ଼ି ପଳାଇଥିବା ଦେଖିବାକୁ ମିଳିଛି। ତେବେ ଏହି ଭୂମିକମ୍ପ ପରେ କୌଣସି ସୁନାମି ଚେତାବନୀ ଜାରି କରାଯାଇନାହିଁ। ଭୂମିକମ୍ପର କେନ୍ଦ୍ରସ୍ଥଳ ଶିଜୁଓକା ପ୍ରିଫେକ୍ଚର୍ ର ପଶ୍ଚିମ ଭାଗରେ ଏବଂ ଭୂପୃଷ୍ଠଠାରୁ ପ୍ରାୟ ୪୦ କିଲୋମିଟର ଗଭୀରତାରେ ରହିଥିଲା। ଏହା ବ୍ୟତୀତ ନାଗାନୋ ଏବଂ ଗିଫୁ ଭଳି ପଡ଼ିଆ ପ୍ରିଫେକ୍ଚରଗୁଡ଼ିକରେ ମଧ୍ୟ ପ୍ରକମ୍ପନ ଅନୁଭୂତ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂକମ୍ପରେ ଥରିଲା ଜାପାନ 🔴 ଭୂକମ୍ପରେ ଥରିଲା ଜାପାନ 🔴 ଦୀପାବଳୀ ପରେ ବଢିବ ଶୀତ 🔴 ବାତ୍ୟା ଓ ବନ୍ୟାରେ ପ୍ରଭାବିତ ଗଞ୍ଜାମ ଲୋକଙ୍କ ପାଇଁ ସହାୟତା ଲୋଡ଼ିଲେ ଜିଲ୍ଲାପାଳ 🔴 ଦୁର୍ନୀତି ବିରୋଧରେ କଠୋର ହେଲେ ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଏସିଏସ 🔴 ୪୬ ଦିନ ପରେ ଖୋଲିଲା କଳିଙ୍ଗା ଘାଟି 🔴 ଦୀପାବଳି ପାଳିବେନି ମୁଖ୍ୟମନ୍ତ୍ରୀ 🔴 ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ ଆଶଙ୍କା 🔴 ପୂର୍ବତନ ସାଂସଦ ଏନ୍. ଭାସ୍କର ରାଓଙ୍କ ଘରେ EOW ରେଡ୍ 🔴 ମାଲକାନଗିରିରେ ମହାବଳ ବାଘ 🔴 ଭୂକମ୍ପରେ ଥରିଲା ଜାପାନ 🔴 ଭୂକମ୍ପରେ ଥରିଲା ଜାପାନ 🔴 ଦୀପାବଳୀ ପରେ ବଢିବ ଶୀତ 🔴 ବାତ୍ୟା ଓ ବନ୍ୟାରେ ପ୍ରଭାବିତ ଗଞ୍ଜାମ ଲୋକଙ୍କ ପାଇଁ ସହାୟତା ଲୋଡ଼ିଲେ ଜିଲ୍ଲାପାଳ 🔴 ଦୁର୍ନୀତି ବିରୋଧରେ କଠୋର ହେଲେ ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଏସିଏସ 🔴 ୪୬ ଦିନ ପରେ ଖୋଲିଲା କଳିଙ୍ଗା ଘାଟି 🔴 ଦୀପାବଳି ପାଳିବେନି ମୁଖ୍ୟମନ୍ତ୍ରୀ 🔴 ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ ଆଶଙ୍କା 🔴 ପୂର୍ବତନ ସାଂସଦ ଏନ୍. ଭାସ୍କର ରାଓଙ୍କ ଘରେ EOW ରେଡ୍ 🔴 ମାଲକାନଗିରିରେ ମହାବଳ ବାଘ