Masthead

ଶକ୍ତିଶାଳୀ ଭୂକମ୍ପରେ ଥରିଲା ଜାପାନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭୂକମ୍ପ ଝଟକାରେ ଥରିଲା ଜାପାନ । ଜାପାନର ହକ୍ୱାଇଡୋ ଅଞ୍ଚଳରେ ୬.୦ ତୀବ୍ରତାର ଭୂକମ୍ପ ହୋଇଥିବା ସୂଚନା ମିଳିଛି । ସ୍ଥାନୀୟ ସମୟ ସକାଳ ୫.୪୪ରେ ଭୂକମ୍ପ ହୋଇଥିବା ଜଣାପଡିଛି । ଭୂକମ୍ପରେ କୌଣସି କ୍ଷୟକ୍ଷତି ନେଇ ସୂଚନା ମିଳିନାହିଁ ।

ଗତକାଲି ତୁର୍କୀରେ ମଧ୍ୟ ଭୂକମ୍ପ ହୋଇଥିଲା । ଭୂକମ୍ପର ତୀବ୍ରତା ୫.୨ ରହିଥିଲା । ଏହାର ଗଭୀରତା ୧୦.୯ କିଲୋମିଟର ରେକର୍ଡ କରାଯାଇଛି । ତୁର୍କୀରେ ହୋଇଥିବା ଏହି ଭୂମିକମ୍ପରେ ଅନେକ ଘର କ୍ଷତିଗ୍ରସ୍ତ ହୋଇଥିବାବେଳେ ୨୦ରୁ ଅଧିକ ଲୋକ ଆହାତ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା