Masthead

ଲକ୍ଷାଧିକ ଟଙ୍କାର ନକଲି ଜର୍ଦ୍ଦା ଜବତ

ଭଦ୍ରକ (ବଡ଼ ଖବର ବ୍ୟୁରୋ): ଜବତ ହେଲା ଲକ୍ଷାଧିକ ଟଙ୍କାର ନକିଲ ଜର୍ଦ୍ଦା । ଭଦ୍ରକ ଜିଲ୍ଲାରୁ ଆସିଛି ଏଭଳି ଖବର । ଭଦ୍ରକ ପୁରୁଣାବଜାର ଥାନା ଶଙ୍କରପୁର ନିକଟ ଏକ ଘରୁ ବିପୁଳ ନକଲି ଜର୍ଦ୍ଦା ଜବତ କରାଯାଇଛି । ପୁରୁଣାବଜାର ପୋଲିସର ଏକ ଟିମ ଉକ୍ତ ଘରେ ଅତର୍କିତ ଭାବେ ଚଢ଼ାଉ କରି ବିପୁଳ ପରିମାଣର ନାମିଦାମୀ କମ୍ପାନୀର ଜର୍ଦା ଜବତ କରିଛନ୍ତି । ଜବତ ହୋଇଥିବା ଜର୍ଦ୍ଦାର ଆନୁମାନିକ ମୂଲ୍ୟ ପ୍ରାୟ ୨ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । ଏହି ଘଟଣାରେ ପୋଲିସ ଜଣଙ୍କୁ ଗିରଫ ରଖିବା ସହ ଏହି ନକଲି କାରବାରର ଲିଙ୍କ ବିଷୟରେ ଅଧିକ ଖୋଳତାଡ଼ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ