Masthead

ନାଗ ଦେବତାଙ୍କୁ ପୂଜା

ଜଟଣୀ(ବଡ଼ ଖବର ବ୍ୟୁରୋ): ଜଟଣୀରେ ତେଲୁଗୁ ସମ୍ପ୍ରଦାୟର ବିବାହିତା ମହିଳାମାନେ ନିଜ ପରିବାର ଓ ସନ୍ତାନଙ୍କ ଶୁଭ ମନାସୀ ନାଗ ଚତୁର୍ଥୀ ଅବସରରେ ନାଗ ଦେବତାଙ୍କୁ ପୂଜା କରିଥିଲେ। ପ୍ରତିବର୍ଷ ଦୀପାବଳି ଅମାବାସ୍ୟାର ୪ଦିନ ପରେ ଏହି ପୂଜା ପାଳିତ ହୋଇଥାଏ । ସକାଳୁ ମହିଳାମାନେ ଊଇ ହୁଙ୍କା ନିକଟରେ ନୈବେଦ୍ୟ , ପୁଷ୍ପ , ଧୂପଦୀପ ଦେଇ ନାଗ ଦେବତାଙ୍କୁ ପୂଜା ଅର୍ଚ୍ଚନା କରିଥାନ୍ତି। ନାଗ ଚତୁର୍ଥୀରେ ଊଇ ହୁଙ୍କା ମୂଳେ ନାଗ ଦେବତାଙ୍କୁ ପୂଜା କଲେ କୋଟି ଜନ୍ମର ପୂଣ୍ୟ ମିଳେ ବୋଲି ଲୋକମାନଙ୍କର ବିଶ୍ୱାସ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ