Masthead

ଜଟଣୀ ବିଜେଡି ପ୍ରାର୍ଥୀ ବିଭୂତି ବଳବନ୍ତରାୟଙ୍କୁ ବିରୋଧ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜଟଣୀ ବିଜେଡିରେ କଳି । ଜଟଣୀ ନିର୍ବାଚନ ମଣ୍ଡଳୀରେ ବିଜେଡି ବିଧାୟକ ପ୍ରାର୍ଥୀ ବିଭୂତି ବଳବନ୍ତରାୟଙ୍କୁ ବିରୋଧ। ଶଙ୍ଖ ଭବନ ସମ୍ମୁଖରେ ବିଭୂତି ହଟାଅ ଓ ଜଟଣୀ ବଞ୍ଚାଅ ନାରା। ଅନ୍ୟତମ ଆଶାୟୀ ପ୍ରାର୍ଥୀ ଅର୍ଜୁନ ପରିଡ଼ାଙ୍କୁ ଟିକଟ ଦେବା ଦାବିରେ ଶଙ୍ଖ ଭବନ ସମ୍ମୁଖରେ ନାରାବାଜି। ଯଦି ପ୍ରାର୍ଥୀ ପରିବର୍ତ୍ତନ ନହୁଏ ହଜାର ହଜାର କର୍ମୀ ଦଳ ଛାଡ଼ିବାକୁ ଦେଲେ ଚେତାବନୀ । ଶଙ୍ଖ ଭବନ ଆଗରେ ଜଟଣୀ ବିଧାୟକ ପ୍ରାଥି ବିଭୂତିଙ୍କୁ ପରିବର୍ତ୍ତନ କରିବାକୁ କଲେ ଦାବି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି