Masthead

ଭିଡିଓ ପୋଷ୍ଟ କରି ନ୍ୟାୟ ମାଗିଲେ ଯବାନ

ତାମିଲନାଡ଼ୁ (ବଡ଼ ଖବର ବ୍ୟୁରୋ):  ତାମିଲନାଡ଼ୁର ଥିରୁଭାନ୍ନମଲାଇ ଜିଲ୍ଲାରେ ଜଣେ ଯବାନଙ୍କ ସ୍ତ୍ରୀଙ୍କୁ ଅସଦବ୍ୟବହାର କରିବା ଘଟଣା । ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରି ନ୍ୟାୟ ମାଗିଲେ ଯବାନ । ସ୍ତ୍ରୀ ଓ ପରିବାର ଅନ୍ୟ ସଦସ୍ୟଙ୍କୁ ପ୍ରାୟ ୪୦ ଲୋକ ଆକ୍ରମଣ କରିଥିବା ଏକ ଭିଡ଼ିଓ ମାଧ୍ୟମରେ ଅଭିଯୋଗ ଆଣିଛନ୍ତି । ଯବାନ ପ୍ରଭାକରନଙ୍କ ସ୍ତ୍ରୀ କୀର୍ଥୀ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତି ହୋଇଛନ୍ତି । ଶନିବାର ୪୦ ଜଣ ଲୋକଙ୍କ କୀର୍ଥୀଙ୍କ ଦୋକାନରେ ପଶି ତାଙ୍କୁ ଜାଗା ଖାଲି କରିବା ସହ ତାଗିଦ କରିଥିଲେ ।

ପରେ ମାଡ଼ ମାରିବା ସହ ଅସଦବ୍ୟବହାର ଓ ଦୋକାନରେ ଥିବା ଜିନିଷପତ୍ରକୁ ଫୋପାଡ଼ିଥିଲେ । ସେପଟେ ତେବେ ମହିଳାଙ୍କ ଉପରେ ଆକ୍ରମଣ ଘଟଣାକୁ ପୁଲିସ ଖଣ୍ଡନ କରୁଥିବାବେଳେ ଯବାନଙ୍କ ଦୃଢ଼ ଅଭିଯୋଗ ଓ ଏତଲା ପରେ ପୋଲିସ ଏନେଇ ତଦନ୍ତ କରିବା ପରେ ଦୁଇ ଜଣଙ୍କୁ ଗିରଫ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା