Masthead

ପାକିସ୍ତାନୀ ଡ୍ରୋନ ଖସାଇଲେ ଯବାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ପାକିସ୍ତାନୀ ଡ୍ରୋନ ଖସାଇଛନ୍ତି ଭାରତୀୟ ଯବାନ । ପଞ୍ଜାବର ଅମୃତସରରେ ଗୋଟାଏ ପାକିସ୍ତାନୀ ଡ୍ରୋନକୁ ଗୁଳିମାରି ଖସାଇଛନ୍ତି ଯବାନ । ଏହା ସହିତ ନିଶାଦ୍ରବ୍ୟ ଅଛି ବୋଲି ସନ୍ଦେହ ହେଉଥିବା ଗୋଟାଏ ବ୍ୟାଗ୍ ଉଦ୍ଧାର କରିଥିବା ବିଏସଏଫ୍ ଯବାନମାନେ କହିଛନ୍ତି। ଗତ ୨ ଦିନ ମଧ୍ୟରେ ୪ଟି ପାକିସ୍ତାନୀ ଡ୍ରୋନ ଖସାଇଛନ୍ତି ଯବାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା