Masthead

ନିଜକୁ ଗୁଳି କରି ଯବାନଙ୍କ ଆତ୍ମହତ୍ୟା

କୋରାପୁଟ (ବଡ଼ ଖବର ବ୍ୟୁରୋ): ନିଜକୁ ଗୁଳି କରି ଯବାନଙ୍କ ଆତ୍ମହତ୍ୟା । କୋରାପୁଟ ଜିଲ୍ଲା ଜଲାପୁଟ ୧୫ ନମ୍ବର ବିଏସଏଫ ବାଟାଲିୟନରେ ଜଣେ ଯବାନ ନିଜ ମୁଣ୍ଡରେ ଗୁଳି କରିଛନ୍ତିା କେମ୍ଫରେ ଘଟିଛି ଏହିଭଳି ଘଟଣା । ତେବେ ଯବାନ ଜଣଙ୍କ ଆତ୍ମହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି । ମୃତକ ଜଣଙ୍କ ହେଉଛନ୍ତି, ରାଜସ୍ଥାନର ଯବାନ ଇନ୍ଦର ସିଂ ।

ଯବାନ ଇନ୍ଦର ସିଂଙ୍କୁ ସଙ୍ଗେସଙ୍ଗେ ଲମତାପୁଟ ସ୍ଥିତ ଘରୋଇ ଡାକ୍ତରଖାନା ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ତେବେ ଯବାନ ଜଣଙ୍କ ଇଂଶା ବନ୍ଧୁକ ଲଗାଇ ଗୁଳି କରିଥିବା ଜଣାପଡିଛି । ତେବେ ତାଙ୍କ ଆତ୍ମହତ୍ୟା ପଛରେ କଣ କାରଣ ରହିଛି ତାହା ଜଣାପଡିନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ