Masthead

ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ଛତିଶଗଡ଼ରେ ଏକ ବଡ ଧରଣର ଲ୍ୟାଣ୍ଡମାଇନ ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ । ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀ ଖଞ୍ଜିଥିଲେ ପ୍ରାୟ ୧୦ କିଲୋଗ୍ରାମ ଓଜନର ଲ୍ୟାଣ୍ଡମାଇନ । ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାର ଭୈରମଗଡ଼ ଜଙ୍ଗଲରେ ମାଓବାଦୀମାନେ ଖଞ୍ଜିଥିଲେ ଆଇଇଡି । ତେବେ ସୁରକ୍ଷାବାହିନୀ କୁମ୍ବିଂ ଅପରେସନ କରୁଥିବା ବେଳେ ଅତି ସତର୍କତାର ସହ ମାଓବାଦୀଙ୍କ ଏହି ଲ୍ୟାଣ୍ଡମାଇନ ଉଦ୍ଧାର କରିଛନ୍ତି ।

ପରେ ବୋମା ନିଷ୍କ୍ରିୟ ଟିମ୍ ଏହାକୁ ଅତି ସତର୍କତାର ସହ ନିଷ୍କ୍ରିୟ ମଧ୍ୟ କରିଛନ୍ତି । ମାଓନେତା ହିଡମାଙ୍କ ମୃତ୍ୟୁ ପରେ ସୁରକ୍ଷାକର୍ମୀଙ୍କୁ କ୍ଷତି ପହଞ୍ଚାଇବା ଲାଗି ସାଥି ମାଓବାଦୀମାନେ କରିଥିଲେ ବଡ଼ ଯୋଜନା । ହେଲେ ଏହାକୁ ପଣ୍ଡ କରିଛନ୍ତି ସୁରକ୍ଷା ବାହିନୀ । ଘଟଣା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସଂପୃକ୍ତ ଅଞ୍ଚଳରେ ଜୋରଦାର ସର୍ଚ୍ଚ ଅପରେସନ ଆରମ୍ଭ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ