Masthead

ଜୟନାରାୟଣ ମିଶ୍ରଙ୍କ ବଡ଼ ବୟାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାୟକ ଦଳ ବୈଠକ ପୂର୍ବରୁ ଜୟ ନାରାୟଣଙ୍କ ବଡ ବୟାନ । ଆଉ ଏକ ଉପନିର୍ବାଚନ ହେଉ ବୋଲି ଆପଣ ଚାହୁଁଛନ୍ତି କି ପ୍ରଶ୍ନର ଉତ୍ତର ରଖି କହିଲେ, ଆମେ ଆଉ ଏକ ଉପନିର୍ବାଚନ ଚାହୁଁ ନାହୁଁ । ନିର୍ବାଚିତ ଜନ ପ୍ରତିନିଧିଙ୍କ ମଧ୍ୟରୁ ଜଣେ ମୁଖ୍ୟମନ୍ତ୍ରୀ ହୁଅନ୍ତୁ ବୋଲି ଆମେ ଚାହୁଁଛୁ । କେନ୍ଦ୍ରୀୟ ପର୍ଯ୍ୟବେକ୍ଷକମାନେ ସବୁ ବିଧାୟକମାନଙ୍କୁ ନେଇ ବୈଠକ କରିବେ । କାହା ନାଁ ଚର୍ଚ୍ଚା ନାହିଁ, ବିଧାୟକ ଦଳ ବୈଠକରେ ନିଷ୍ପତି ନିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ