Masthead

‘ଦରି ବୁହା ଚୌକି ବୁହା ଲୋକ ବିଧାନସଭାକୁ ନିର୍ବାଚିତ ହୋଇ ଆସିଛନ୍ତି’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭାରେ ବରିଷ୍ଠ ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କ ଗୃହରେ ବଡ଼ ଖୁଲାସା।  ପାଣ୍ଡିଆନଙ୍କୁ କଲେ ଟାର୍ଗେଟ ।  ପଏଣ୍ଟ ଅଫ୍‌ ଅର୍ଡର ଉଠାଇ ବିରୋଧୀଙ୍କୁ ଟାର୍ଗେଟ୍‌ କଲେ ।  ଚାଷୀ ପ୍ରସଙ୍ଗରେ ମୁଲତବି ଆଣିଥିଲେ ବିରୋଧୀ, ଆଲୋଚନା ଚାହୁଁଥିଲୁ ।  କିନ୍ତୁ କଣ ପାଇଁ ଗୃହକୁ କାଲିଠାରୁ ମୁଲତବି କରାଯାଉଛି ।

ଲବିରେ କିଛି ବିଜେଡି ବିଧାୟକଙ୍କ ସହ ଆଲୋଚନା କରୁଥିଲି ।  ସେମାନେ କହିଲେ ପାଣ୍ଡିଆନ କହିଲେ ବୋଲି ଏମିତି କଲୁ ।  ଏ ଗୃହକୁ କ’ଣ ପାଣ୍ଡିଆନ ଚଳାଇବେ ।  ଦରି ବୁହା, ଟେଣ୍ଟ ବୁହା ଏଠିକି ଆସି ବଡ଼ କଥା କହୁଛନ୍ତି ।  କିଏ ଗୋଟେ ବାହାର ଲୋକ କହିବେ ଆଉ ଗୃହ ବନ୍ଦ କରିଦିଆଯିବ ।  ପାଣ୍ଡିଆନଙ୍କ ନମ୍ବର ୱାନ ଚାମଚା ହେବା ପାଇଁ ପ୍ରତିଯୋଗିତା ଚାଲିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ