Masthead

‘ଦରି ବୁହା ଚୌକି ବୁହା ଲୋକ ବିଧାନସଭାକୁ ନିର୍ବାଚିତ ହୋଇ ଆସିଛନ୍ତି’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭାରେ ବରିଷ୍ଠ ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କ ଗୃହରେ ବଡ଼ ଖୁଲାସା।  ପାଣ୍ଡିଆନଙ୍କୁ କଲେ ଟାର୍ଗେଟ ।  ପଏଣ୍ଟ ଅଫ୍‌ ଅର୍ଡର ଉଠାଇ ବିରୋଧୀଙ୍କୁ ଟାର୍ଗେଟ୍‌ କଲେ ।  ଚାଷୀ ପ୍ରସଙ୍ଗରେ ମୁଲତବି ଆଣିଥିଲେ ବିରୋଧୀ, ଆଲୋଚନା ଚାହୁଁଥିଲୁ ।  କିନ୍ତୁ କଣ ପାଇଁ ଗୃହକୁ କାଲିଠାରୁ ମୁଲତବି କରାଯାଉଛି ।

ଲବିରେ କିଛି ବିଜେଡି ବିଧାୟକଙ୍କ ସହ ଆଲୋଚନା କରୁଥିଲି ।  ସେମାନେ କହିଲେ ପାଣ୍ଡିଆନ କହିଲେ ବୋଲି ଏମିତି କଲୁ ।  ଏ ଗୃହକୁ କ’ଣ ପାଣ୍ଡିଆନ ଚଳାଇବେ ।  ଦରି ବୁହା, ଟେଣ୍ଟ ବୁହା ଏଠିକି ଆସି ବଡ଼ କଥା କହୁଛନ୍ତି ।  କିଏ ଗୋଟେ ବାହାର ଲୋକ କହିବେ ଆଉ ଗୃହ ବନ୍ଦ କରିଦିଆଯିବ ।  ପାଣ୍ଡିଆନଙ୍କ ନମ୍ବର ୱାନ ଚାମଚା ହେବା ପାଇଁ ପ୍ରତିଯୋଗିତା ଚାଲିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ