Masthead

ଜୟନାରାୟଣ ଜଣେ ଅପରାଧୀ: ବିଜେଡି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବାଚସ୍ପତିଙ୍କୁ ଭେଟିଲା ବିଜେଡି । ଭେଟି ଜୟନାରାୟଣ ମିଶ୍ରଙ୍କ ନାଁରେ ଫେରାଦି ହୋଇଛି । ବିଜେଡି କହିଛି ମହିଳା ବିଧାୟିକା ମାନେ ଜୟନାରାୟଣ ମିଶ୍ରଙ୍କ ଠାରୁ ଅସୁରକ୍ଷିତ। ସେ ଜଣେ ଅପରାଧୀ। ତାଙ୍କର ମାନସିକ ସ୍ଥିତି ଭଲ ନାହିଁ। ତାଙ୍କୁ ବିରୋଧୀ ଦଳ ନେତା ପଦରୁ ହଟାଇବା ପାଇଁ ଦାବି କରିଛି ବିଜେଡି । ବୋଲି ଦାବି କଲା ବିଜେଡି। ବିଧାୟିକା ତଥା ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ଏନେଇ ସୂଚନା ଦେଇଛନ୍ତି । ସମସ୍ତ ମହିଳା ସଦସ୍ୟ ନିଜକୁ ଅସୁରକ୍ଷିତ ମଣୁଛନ୍ତି ବୋଲି କହିଛନ୍ତି ସ୍ନେହାଙ୍ଗିନୀ ଛୁରିଆ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରାଜଧାନୀରେ ଦୁର୍ଘଟଣା, ବ୍ରିଜ୍ ତଳକୁ ଖସି ଘର ଉପରେ ପଡ଼ିଲା କାର 🔴 ପାହାଡ଼ ଚଢିଲେ ଜିଲ୍ଲାପାଳ, ଉପରୁ ତଳକୁ ଆସିବେ ୮ ପରିବାର 🔴 ୪ ଭାରତୀୟ ଡାକ୍ତରୀ ଛାତ୍ରଙ୍କୁ ଛୁରାମାଡ଼ 🔴 ରାତିରେ ପାରଦ ଖସୁଛି 🔴 ଆଜିଠାରୁ ପୁରୁଷ ଟ୍ବେଣ୍ଟି-୨୦ ବିଶ୍ବକପ୍‌ 🔴 ଶିମିଳିପାଳ ଅଭୟାରଣ୍ୟ ବୁଲିବେ ରାଷ୍ଟ୍ରପତି 🔴 ଟପ୍ କମାଣ୍ଡର ଉଧମ ସିଂହ ନିହତ 🔴 ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ 🔴 ଟ୍ରାକରୁ ଖସିଲା ୩ ବଗି 🔴 ଖୋର୍ଦ୍ଧା ନୁହେଁ ଏଣିକି ଖୋରଧା 🔴 ରାଜଧାନୀରେ ଦୁର୍ଘଟଣା, ବ୍ରିଜ୍ ତଳକୁ ଖସି ଘର ଉପରେ ପଡ଼ିଲା କାର 🔴 ପାହାଡ଼ ଚଢିଲେ ଜିଲ୍ଲାପାଳ, ଉପରୁ ତଳକୁ ଆସିବେ ୮ ପରିବାର 🔴 ୪ ଭାରତୀୟ ଡାକ୍ତରୀ ଛାତ୍ରଙ୍କୁ ଛୁରାମାଡ଼ 🔴 ରାତିରେ ପାରଦ ଖସୁଛି 🔴 ଆଜିଠାରୁ ପୁରୁଷ ଟ୍ବେଣ୍ଟି-୨୦ ବିଶ୍ବକପ୍‌ 🔴 ଶିମିଳିପାଳ ଅଭୟାରଣ୍ୟ ବୁଲିବେ ରାଷ୍ଟ୍ରପତି 🔴 ଟପ୍ କମାଣ୍ଡର ଉଧମ ସିଂହ ନିହତ 🔴 ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ 🔴 ଟ୍ରାକରୁ ଖସିଲା ୩ ବଗି 🔴 ଖୋର୍ଦ୍ଧା ନୁହେଁ ଏଣିକି ଖୋରଧା