ଜୟନାରାୟଣ ଜଣେ ଅପରାଧୀ: ବିଜେଡି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବାଚସ୍ପତିଙ୍କୁ ଭେଟିଲା ବିଜେଡି । ଭେଟି ଜୟନାରାୟଣ ମିଶ୍ରଙ୍କ ନାଁରେ ଫେରାଦି ହୋଇଛି । ବିଜେଡି କହିଛି ମହିଳା ବିଧାୟିକା ମାନେ ଜୟନାରାୟଣ ମିଶ୍ରଙ୍କ ଠାରୁ ଅସୁରକ୍ଷିତ। ସେ ଜଣେ ଅପରାଧୀ। ତାଙ୍କର ମାନସିକ ସ୍ଥିତି ଭଲ ନାହିଁ। ତାଙ୍କୁ ବିରୋଧୀ ଦଳ ନେତା ପଦରୁ ହଟାଇବା ପାଇଁ ଦାବି କରିଛି ବିଜେଡି । ବୋଲି ଦାବି କଲା ବିଜେଡି। ବିଧାୟିକା ତଥା ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ଏନେଇ ସୂଚନା ଦେଇଛନ୍ତି । ସମସ୍ତ ମହିଳା ସଦସ୍ୟ ନିଜକୁ ଅସୁରକ୍ଷିତ ମଣୁଛନ୍ତି ବୋଲି କହିଛନ୍ତି ସ୍ନେହାଙ୍ଗିନୀ ଛୁରିଆ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’