Masthead

ଜୟନାରାୟଣ ମିଶ୍ର ନିଜର ମାନସିକ ସନ୍ତୁଳନ ହରାଇଛନ୍ତି : ସସ୍ମିତ ପାତ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ) : ବିଜେପି ବିଧାୟକ ଜୟନାରାୟଣ ମିଶ୍ର ନିଜର ମାନସିକ ସନ୍ତୁଳନ ହରାଇଛନ୍ତି । ତଙ୍କୁ ତୁରନ୍ତ ଜରୁରୀ ମୀନସିକ ଯାଞ୍ଚ ଓ ଚିକିତ୍ସାର ଆବଶ୍ୟକତା ରହିଛି । ବିଜେଡି ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କ ପରେ ସାଂସଦ ସସ୍ମିତ ପାତ୍ର ମଧ୍ୟ ରିରୋଧୀ ଦଳ ନେତା ଜୟନାରାଜୟ ମିଶ୍ରଙ୍କୁ ପାଗଳ ସହ ତୁଳନା କରିଛନ୍ତି । ଶ୍ରୀ ପାତ୍ର ଟୁଇଟ କରି ସିଧା ସିଧା ଟାର୍ଗେଟ କରିଛନ୍ତି ବିଜେପି ବିଧାୟକ ଜୟନାରାୟଣ ମିଶ୍ରଙ୍କୁ ।

ସସ୍ମିତ ଲେଖିଛନ୍ତି ଆଜି ଜୟନାରାୟଣ ଯେଉଁ ଦୁଇ ବ୍ୟକ୍ତିଙ୍କ ବିଷୟରେ ଦାୟିତ୍ୱହୀନ ମନ୍ତବ୍ୟ ଦେଇଛନ୍ତି, ସେମାନେ କେବଳ ଓଡିଶାର ବିକାଶ ପାଇଁ ନିରନ୍ତର କାର୍ଯ୍ୟ କରୁଛନ୍ତି ଏବଂ ଏହାକୁ ଆଗକୁ ନେଉଛନ୍ତି। ସୂଚନା ମୁତାବକ ଆଜ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ନେଇ ବିଧାନସଭାରେ ବିରୋଧି ଦଳ ନେତା ଫାଇଭ ଟି ସଚିବ ଓ ବିଜେଡି ସାଙ୍ଗଠନିକ ସମ୍ପାଦକଙ୍କ କଲ ରେକର୍ଡ ଯାଞ୍ଚ କରିବା ପାଇଁ ଦାବି କରିଥିଲେ । ଯାହାକୁ ନେଇ ସସ୍ମିତ ପାତ୍ର ଏହି ଟୁଇଟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ