Masthead

ଯିଏ ବି ମୁଖ୍ୟମନ୍ତ୍ରୀ ହେବ, ନବୀନଙ୍କ ଠାରୁ ଭଲ ହେବ: ଜୟନାରାୟଣ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପିର ବିପୁଳ ବିଜୟ ପରେ ଜୟନାରାୟଣଙ୍କ ପ୍ରେସମିଟ୍‌ । କହିଛନ୍ତି ନିର୍ଦ୍ଦିଷ୍ଟ ରଣନୀତି କରି ବିଜେଡିକୁ ଆକ୍ରମଣ କରିଥିଲୁ, ସଫଳ ହେଲୁ । ଲୋକଙ୍କ ଭିତରେ କ୍ରୋଧ ଥିଲା । ଡାକ୍ତର, ଶିକ୍ଷକ ନାହାନ୍ତି, ଧାନମଣ୍ଡି ଇସ୍ୟୁ । କିନ୍ତୁ ବିକଳ୍ପ ନଥିଲା, ଲୋକେ ବିକଳ୍ପ ଖୋଜୁଥିଲେ ।

ମୁଖ୍ୟମନ୍ତ୍ରୀ କିଏ ହେବ ପ୍ରସଙ୍ଗରେ ଜୟନାରାୟଣଙ୍କ କହିଛନ୍ତି ଯିଏ ବି ମୁଖ୍ୟମନ୍ତ୍ରୀ ହେବ, ନବୀନଙ୍କ ଠାରୁ ଭଲ ହେବ । ଜଣେ ଓଡ଼ିଆ ବ୍ୟକ୍ତି ମୁଖ୍ୟମନ୍ତ୍ରୀ ହେବେ । ଓଡ଼ିଆରେ କହି ପାରୁଥିବେ । ଓଡ଼ିଶାର ବିକାଶ ଓ ଏକ ନମ୍ବର ରାଜ୍ୟ କରିବା ଆମର ଲକ୍ଷ୍ୟ । ରତ୍ନଭଣ୍ଡାର ଚାବି ବାହାର କରିବୁ, କୋଷ୍ଟାଲ ହାଇୱେ କରିବୁ । କୌଣସି ଅଭିଯୁକ୍ତଙ୍କୁ ଛଡ଼ାଯିବନି କହିଲେ ଜୟନାରାୟଣ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି