Masthead

ସୀମା ବିବାଦ ନେଇ ସରକାର କ’ଣ ପଦକ୍ଷେପ ନେଉଛନ୍ତି: ଜୟନାରାୟଣ ମିଶ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶୂନ୍ୟକାଳରେ ସୀମା ବିବାଦ ପ୍ରସଙ୍ଗ ଉଠାଇଲେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । କହିଲେ କୋଟିଆ ଗ୍ରାମପୁଞ୍ଜ ଏବଂ ୨୧ ଗାଁରେ ଆନ୍ଧ୍ର ହସ୍ତକ୍ଷେପ କରୁଛି । ତାଙ୍କର ଉପ ମୁଖ୍ୟମନ୍ତ୍ରୀ ଆସି ସେ ଅଞ୍ଚଳର ଲୋକଙ୍କୁ ପ୍ରୋଲଭିତ କରୁଛନ୍ତି । ଆନ୍ଧ୍ର ପକ୍ଷରୁ ବିଭିନ୍ନ ସହାୟତା ଦିଆଯାଉଛି । ମୁଖ୍ୟମନ୍ତ୍ରୀ କୋଟିଆ ପାଇଁ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କରିଥିଲେ । କିନ୍ତୁ ସେ ପ୍ୟାକେଜ ଗଲା କୁଆଡ଼େ ବୋଲି ପ୍ରଶ୍ନ କରିଛନ୍ତି ଜୟନାରାୟଣ ମିଶ୍ର । ଅନ୍ୟ ରାଜ୍ୟ ସହିତ ବି ଓଡ଼ିଶାର ସୀମା ବିବାଦ ରହିଛି ସରକାର କ’ଣ ପଦକ୍ଷେପ ନେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର