Masthead

ସ୍କୁଲକୁ ଦିଆଯାଉଥିବା କମ୍ପ୍ୟୁଟରରେ ସୁବ୍ରତ ଛାଟୋଇଙ୍କ ଭୂମିକା କ’ଣ: ଜୟନାରାୟଣ ମିଶ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶୂନ୍ୟକାଳରେ ୫-ଟି ସ୍କୁଲକୁ କମ୍ପ୍ୟୁଟର ଯୋଗାଣ ପ୍ରସଙ୍ଗ ଉଠାଇଲେ ବିରୋଧୀ ଦଳ ନେତା । କହିଲେ ୫-ଟି ସ୍କୁଲ ଗୁଡିକୁ ଯୋଗାଇ ଦିଆଯାଇଥିବା କମ୍ପ୍ୟୁଟରରେ ସୁବ୍ରତ ଛାଟୋଇଙ୍କ ଭୂମିକା କ’ଣ ବୋଲି ପ୍ରଶ୍ନ କରିଛନ୍ତି ଜୟନାରାୟଣ ମିଶ୍ର । ଆଇଟି ସଚିବ ଏବଂ ୫-ଟି ସଚିବଙ୍କ ସହ ତାଙ୍କର କ’ଣ ସମ୍ପର୍କ ରହିଛି । ଜାଲ ସାର୍ଟିଫିକେଟ ରାକେଟ ବଲାଙ୍ଗୀରରେ ଧରା ପଡ଼ିଛି । ତା ସହିତ ବାଣିକ ଇନଷ୍ଟିଚିୟୁଟ ର କ’ଣ ସମ୍ପର୍କ ରହିଛି । ଗୃହରେ ଏ ନେଇ ସରକାର ଉତ୍ତର ରଖନ୍ତୁ ବୋଲି ଦାବି କଲେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି