Masthead

କେଉଁଠି ଅଛି ୫-ଟି ଅଫିସ?: ଜୟନାରାୟଣ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭାରେ ଦେଖାଦେଇଛି ୫-ଟି ଝଡ଼ । ୫-ଟି କୁ ନେଇ ପ୍ରଶ୍ନ କରିଛି ବିରୋଧୀ ଦଳ । ୫-ଟି କ’ଣ ବୁଝା ପଡ଼ୁନି । ଏହା କ’ଣ ଏକ ବିଭାଗ ବୋଲି ପ୍ରଶ୍ନ କରିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । କହିଛନ୍ତି, ଯଦି ଏହା ଏକ ବିଭାଗ ତେବେ ଏହାର ଅଫିସ କେଉଁଠି ଅଛି? ରାଜଭବନ ରେ ଅଛି ନା ଲୋକସେବା ଭବନରେ ଅଛି ନା ଖାରବେଳ ଭବନରେ ରହିଛି । ଏଥିପାଇଁ ଏକ ବିଭାଗ ସୃଷ୍ଟି ହୋଇଛି କି?

ଯଦି ହୋଇଛି ତେବେ ଏହାର ଅନ୍ୟ କର୍ମଚାରୀ ମାନେ କିଏ? ଅନ୍ୟ ବିଭାଗର କ୍ଷମତା ସଙ୍କୁଚିତ ପାଇଁ ଏହି ବିଭାଗ କରାଯାଇଛି କି । ଯଦି ଏହା ଏକ ବିଭାଗ ତେବେ ବିଧାନସଭା ରେ କାହିଁକି ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ହେଉନି ବୋଲି କହି ୫-ଟି ଉପରେ ପ୍ରଶ୍ନ ଉଠାଇଛନ୍ତି । ଯଦି ଏହା ଏକ ବିଭାଗ ତେବେ ସେ ବିଷୟରେ ଆମେ ବିଧାନସଭା ରେ ପ୍ରଶ୍ନ କରିବାକୁ ଚାହୁଁଚୁ । ସେ ନେଇ ସରକାର ସ୍ପଷ୍ଟିକରଣ ରଖନ୍ତୁ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ