Masthead

ଶୂନ୍ୟକାଳରେ ମହାନଦୀ ପ୍ରସଙ୍ଗ

ଭୁବନେଶ୍ୱରେ(ବଡ଼ ଖବର ବ୍ୟୁରୋ): ଶୂନ୍ୟକାଳରେ ଉଠିଲା ମହାନଦୀ ପ୍ରସଙ୍ଗ । କାହିଁକି ବାରମ୍ବାର ଘୁଞ୍ଚୁଛି ଟ୍ରିବ୍ୟୁନାଲ ତାରିଖ ପ୍ରଶ୍ନ କଲେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ମହାନଦୀ ପ୍ରସଙ୍ଗ ଉପରେ ମୋସନ ଆକାରରେ ଆଲୋଚନା ହେଉ ଓ ବିଭାଗୀୟ ମନ୍ତ୍ରୀ ଉତ୍ତର ରଖନ୍ତୁ ବୋଲି କହିଛନ୍ତି ଜୟନାରାୟଣ । ୭ ଡିସେମ୍ବର ୨୦୧୭ ରେ ତତ୍କାଳୀନ ବାଚସ୍ପତି ପ୍ରଦୀପ କୁମାର ଅମାତଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ କମିଟି ଗଠନ ହୋଇଥିଲା ।

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ କମିଟି ଗଠନ ହୋଇଥିଲା । କ’ଣ ସବୁ ନିଷ୍ପତ୍ତି ହୋଇଥିଲା । କେବେ ଏହି କମିଟିର ବୈଠକ ବସିଥିଲା । ବିଭାଗୀୟ ମନ୍ତ୍ରୀ ଉତ୍ତର ରଖନ୍ତୁ । ଜଳ ଟ୍ରିବୁନାଲ ପାଇଁ ୫ ଜାଣିଆ କମିଟି ଗଠନ ହୋଇଥିଲା । ଏଥିପାଇଁ କେତେ ଅର୍ଥ ଖର୍ଚ୍ଚ ହୋଇଛି । ଟ୍ରିବ୍ୟୁନାଲ ତାରିଖ କାହିଁକି ବାରମ୍ବାର ଘୁଞ୍ଚାଯାଉଛି ବୋଲି ପ୍ରଶ୍ନ କରିଛନ୍ତି ଜୟନାରାୟଣ ମିଶ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି