Masthead

ଜୟନାରାୟଣଙ୍କ ଟାର୍ଗେଟରେ ମୋ ସରକାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଜୟନାରାୟଣଙ୍କ ଟାର୍ଗେଟରେ ମୋ ସରକାର ଏବଂ ୫-ଟି । ବିଧାନସଭାରେ ଉଠିଲା ଅପପୃଷ୍ଟି ପ୍ରସଙ୍ଗ । ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ପ୍ରସଙ୍ଗ ଉଠାଉ କହିଛନ୍ତି ନଗଡ଼ାଠୁ କଳିଙ୍ଗନଗର ଚିତ୍ର ଆହୁରି କଦର୍ଯ୍ୟ ରହିଛି । କେବଳ ନଗଡ଼ା କି କଳିଙ୍ଗ ନଗର ନୁହେଁ ଓଡ଼ିଶାରେ ୧୯ ପ୍ରତିଶତ ଛୁଆ କମ ଓଜନର ଜନ୍ମ ହେଉଛନ୍ତି ।

୩୧ ପ୍ରତିଶତ ଛୁଆ ପୃଷ୍ଟି ହୀନତାର ଶିକାର, ୬୪ ପ୍ରତିଶତ ଶିଶୁ ରକ୍ତହୀନତାର ଶିକାର ହେଉଛନ୍ତି । ସେହିଭଳି ୬୧.୮ ପ୍ରତିଶତ ଗର୍ଭବତୀ ମହିଳା ରକ୍ତହୀନତାର ଶିକାର ହେଉଛନ୍ତି । ଏଇଟା କଣ ମୋ ସରକାର । ଏଇଟା କଣ ୫-ଟି । ଏହା କ’ଣ ଓଡ଼ିଶାର ବିକାଶ ବୋଲି ପ୍ରଶ୍ନ କଲେ ଜୟନାରାୟଣ । ବିଭାଗୀୟ ମନ୍ତ୍ରୀ ଏ ନେଇ ଗୃହରେ ଏକ ବିବୃତି ରଖନ୍ତୁ ବୋଲି ଦାବି କରିଛନ୍ତି ବିରୋଧୀ ଦଳ ନେତା ଜୟ ନରାୟଣ ମିଶ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର