Masthead

ଜୟନାରାୟଣଙ୍କ ସର୍କିଟ ହାଉସକୁ ଘେରିଲେ ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ପୋଲିସ- ଜୟନାରାୟଣ ମୁଥ ମରା ଘଟଣାରେ ଜୟନାରାୟଣଙ୍କ ଘେରିଛନ୍ତି ବିରୋଧୀ । ଆଜି ଜୟନାରାୟଣ ରହୁଥିବା ସର୍କିଟ ହାଉସକୁ ଘେରାଉ କରିଛି ବିଜେଡି । ବହୁ ସଂଖ୍ୟାରେ ବିଜେଡିକର୍ମୀଙ୍କ ସହ ପୂର୍ବତନ ବିଜେଡି ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ ଜୟନାରୟଣଙ୍କ ବାସଗୃହ ଘେରାଉ କରିଛନ୍ତି ।

ସୂଚନା ମୁତାବକ ଗତକାଲି ଧନୁପାଲି ଥାନା ମହିଳା ଆଇଆଇସି ଅନିତା ପ୍ରଧାନଙ୍କୁ ଜୟନାରାୟଣ ଶାରୀରିକ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା । ଏହି ଘଟଣାକୁ ବିଜେଡି ଘୋର ବିରୋଧ କରିଥିଲା । ତେବେ ଜୟନାରୟଣଙ୍କ ବିରୋଧରେ ଆଇଆଇସି ଏତଲା ଦେଇଥିଲେ । ଏତଲା ମୁତାବକ ଆଇପିସିର ଧାରା ୩୫୩, ୩୫୪, ୩୩୨, ୨୯୪, ୫୦୦, ୩୪୧ ଓ ୫୦୬ ଭଳି ଦଫା ଜୟନାରାୟଣଙ୍କ ବିରୋଧରେ ଲାଗିଛି ।

ତେବେ ଏହି ଘଟଣାକୁ ସବୁଠି ବିରୋଧ କରାଯାଉଥିବା ବେଳେ ଓଡ଼ିଶା ପୋଲିସ ସେବା ସଂଘର ସମ୍ବଲପୁର ଶାଖା ଓ ଓଡ଼ିଶା ହାବିଲଦାର ଓ କନେଷ୍ଟବଳ ମହାସଂଘ ତରଫରୁ ମୁଖ୍ୟ ଶାସନ ସଚିବଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ