Masthead

ଚାଷୀଙ୍କ ସମସ୍ୟା, ରୁଲିଂ ଦାବି କଲେ ଜୟନାରାୟଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶୂନ୍ୟ କାଳରେ ଚାଷୀ ପ୍ରସଙ୍ଗ ଉଠାଇଲେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ବୌଦ୍ଧ ଜିଲା ବାଉଁଶୁଣି ଅଞ୍ଚଳର ଜଣେ ଚାଷୀଙ୍କୁ ଟୋକାନ ମିଳିଥିଲା ସତ । ସେ ଜଣେ ହୃଦ ରୋଗୀ ସେ ମଣ୍ଡି ଆଗରେ ଧନ ରଖି ବିକିବା ପାଇଁ ଦିନ ରାତି ଜଗିବସି ଥିଲେ। ତାଙ୍କର ମୃତ୍ୟ ହୋଇଥିବା କହିଛନ୍ତି ଜୟନାରାୟଣ । ଏ ସରକାର ହେଉଛନ୍ତି ଚାଷୀଙ୍କ ସରକାର କିନ୍ତୁ ବାସ୍ତବରେ ଚାଷୀ ମୃତ୍ୟୁ ବରଣ କରୁଛନ୍ତି। ଏହା ଉପରେ ବାଚସ୍ପତି ରୁଲିଂ ଦେବାକୁ ଦାବି କରିଛନ୍ତି ବିରୋଧୀ ଦଳ ନେତା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ