Masthead

ନବୀନଙ୍କୁ ୫ ପ୍ରଶ୍ନ କଲେ ଜୟରାମ ରମେଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଘେରିଲେ ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ । ଓଡ଼ିଶାରେ ନିର୍ବାଚନ କଂଗ୍ରେସ-ବିଜେଡି ମଧ୍ୟରେ, କାରଣ ବିଜେଡି ବିଜେପି ଏକ । ଓଡ଼ିଶା ଗସ୍ତରେ ଥିବା କଂଗ୍ରେସର ବରିଷ୍ଠ ନେତା ଜୟରାମ ରମେଶ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କୁ ୫ଟି ପ୍ରଶ୍ନ କରିଛନ୍ତି । ବିଭିନ୍ନ ପ୍ରସଙ୍ଗ ଉଠାଇ ରାଜ୍ୟ ସରକାରଙ୍କୁ ଘେରିଛନ୍ତି ।  ସେ କହିଛନ୍ତ, ବିଜେପିକୁ ବିଜେଡିର ସମର୍ଥନ ଏହା କଣ ଅସତ୍ୟ । ଏହାସହ ଶ୍ରମିକ, କୃଷି ବିରୋଧୀ ଆଇନକୁ ସମର୍ଥନ କରୁ ନାହାନ୍ତି କି ? । ଶିକ୍ଷା ଓ ନିଯୁକ୍ତି କ୍ଷେତ୍ରରେ ଆଦିବାସୀଙ୍କ ବିକାଶ ଚାହୁଁଛନ୍ତି ତ ? । ଆଦିବାସୀ ଜଙ୍ଗଲ ଅଧିକାର ଓ ପେଶା ଆଇନକୁ ସମ୍ପୂର୍ଣ୍ଣ ଲାଗୁ କରୁନାହାନ୍ତି? । ଚିଟ୍‌ ଫଣ୍ଡ, ମାଇନିଂ ଘୋଟାଲା ପାଇଁ ଏଭଳି ଫନ୍ଦି କି ବୋଲି ପ୍ରଶ୍ନ କରିଛନ୍ତି ଜୟରାମ ରମେଶ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ