Masthead

ନବୀନଙ୍କୁ ୫ ପ୍ରଶ୍ନ କଲେ ଜୟରାମ ରମେଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଘେରିଲେ ବରିଷ୍ଠ କଂଗ୍ରେସ ନେତା ଜୟରାମ ରମେଶ । ଓଡ଼ିଶାରେ ନିର୍ବାଚନ କଂଗ୍ରେସ-ବିଜେଡି ମଧ୍ୟରେ, କାରଣ ବିଜେଡି ବିଜେପି ଏକ । ଓଡ଼ିଶା ଗସ୍ତରେ ଥିବା କଂଗ୍ରେସର ବରିଷ୍ଠ ନେତା ଜୟରାମ ରମେଶ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କୁ ୫ଟି ପ୍ରଶ୍ନ କରିଛନ୍ତି । ବିଭିନ୍ନ ପ୍ରସଙ୍ଗ ଉଠାଇ ରାଜ୍ୟ ସରକାରଙ୍କୁ ଘେରିଛନ୍ତି ।  ସେ କହିଛନ୍ତ, ବିଜେପିକୁ ବିଜେଡିର ସମର୍ଥନ ଏହା କଣ ଅସତ୍ୟ । ଏହାସହ ଶ୍ରମିକ, କୃଷି ବିରୋଧୀ ଆଇନକୁ ସମର୍ଥନ କରୁ ନାହାନ୍ତି କି ? । ଶିକ୍ଷା ଓ ନିଯୁକ୍ତି କ୍ଷେତ୍ରରେ ଆଦିବାସୀଙ୍କ ବିକାଶ ଚାହୁଁଛନ୍ତି ତ ? । ଆଦିବାସୀ ଜଙ୍ଗଲ ଅଧିକାର ଓ ପେଶା ଆଇନକୁ ସମ୍ପୂର୍ଣ୍ଣ ଲାଗୁ କରୁନାହାନ୍ତି? । ଚିଟ୍‌ ଫଣ୍ଡ, ମାଇନିଂ ଘୋଟାଲା ପାଇଁ ଏଭଳି ଫନ୍ଦି କି ବୋଲି ପ୍ରଶ୍ନ କରିଛନ୍ତି ଜୟରାମ ରମେଶ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା