Masthead

ରାଜ୍ୟରେ ଆଉ ଆଇନଶୃଙ୍ଖଳା ନାହିଁ: ଜୟଦେବ ଜେନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଇନଶୃଙ୍ଖଳା ପ୍ରସଙ୍ଗକୁ ନେଇ ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କ ପ୍ରତିକ୍ରିୟା। ରାଜ୍ୟରେ ଆଇନଶୃଙ୍ଖଳା ସମ୍ପୂର୍ଣ ଭାବେ ବିପର୍ୟ୍ୟସ୍ତ ।୨୦୦୦ମସିହାରୁ ଆଜି ପର୍ଯ୍ୟନ୍ତ ଏହି ଧାରା ଚାଲିଛି। ବିଜେପି ଯେଉଁ ପ୍ରସଙ୍ଗ ଉଠାଉଛି ଠିକ୍ । କେବଳ ଆମେ ବିରୋଧୀ ନୁହେଁ ଶାସକ ଦଳ ର ସଦସ୍ୟ ବି କହିବେ। ରାଜ୍ୟର ଜଣେ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ହତ୍ୟା ଆଜି ବି ଅସ୍ପଷ୍ଟ। ଆଉ କ’ଣ ଉଦାହରଣ ଦରକାର ବୋଲି ଜୟଦେବ ଜେନା କହିଛନ୍ତି । ରାଜ୍ୟର ଏଭଳି ଅନେକ ପ୍ରସଙ୍ଗ ରହିଛି। ବିରୋଧୀ ଦଳ ନେତା ଓ ପୋଲିସ ବିବାଦ କଥା ନ କହିଲେ ଭଲ । ସରକାର ଆଉ କ’ଣ ଚାହୁଛନ୍ତି। ଏ ରାଜ୍ୟରେ ଆଉ ଆଇନଶୃଙ୍ଖଳା ନାହିଁ। ବିରୋଧୀ ରାଜନୀତି ପାଇଁ କହିନାହାନ୍ତି ସାଢେ଼ ଚାରି କୋଟି ଓଡ଼ିଆଙ୍କ କଥା କହୁଛୁ। ଏ ସରକାର କେବଳ ଭୋଟ ପଛରେ ବୋଲି କହିଛନ୍ତି ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ