Masthead

ଜେଇଙ୍କୁ ମରଣାନ୍ତକ ଆକ୍ରମଣ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଅନୁଗୋଳ ଜିଲ୍ଲା ପାଲଲହଡ଼ା ଠାରେ ମଙ୍ଗଳବାର ଜଣେ ବ୍ୟବସାୟୀଙ୍କ ବକେୟା ପଇସା ପୈଠ ନ କରିବାରୁ ବିଦ୍ୟୁତ୍ ବିଭାଗ ବିଦ୍ୟୁତ୍ ସଂଯୋଗ କାଟି ଦେଇଥିଲେ। ଏହା ପରେ ଉକ୍ତ ବ୍ୟବସାୟଙ୍କ ସହିତ କିଛି ଅସାମାଜିବ ଯୁବକ ବିଦ୍ୟୁତ୍ ଅଫିସରେ ପହଞ୍ଚି ଉକ୍ତ ଜେଇଙ୍କୁ ଚୌକିରୁ ପିଟି ପିଟି ବାହାରକୁ ଘୋଷାଡି ଆଣି ପଥର କଚାଡ଼ିବାର ଭିଡ଼ିଓ ଭାଇରାଲ ହେଉଛି।

ତେବେ ଆକ୍ରମଣ କରିଥିବା ଯୁବକଙ୍କ ମଧ୍ୟରୁ ଦୁଇଜଣ ଯୁବକ ବିଧାୟକଙ୍କ ଖାସ୍ ଅନୁଗତ ହୋଇଥିବା ଜଣା ପଡିଛି। ତେବେ ପାଲଲହଡ଼ାରେ ଏବେ ବିଜେଡି କର୍ମୀଙ୍କ ଉତ୍ପାତ ବଢ଼ି ଚାଲିଥିବା ନେଇ ସାଧାରଣରେ ଚର୍ଚ୍ଚା ହେଉଛି। ତେବେ ଉଭୟ ପକ୍ଷରୁ ଥାନାରେ ଏତଲା ପରେ ଶାସକ ଦଳର କର୍ମୀ ଆକ୍ରମଣ କରିଥିବାରୁ ପୋଲିସ୍ ଚୁପ୍ ବସିଥିବା ଅଭିଯୋଗ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି