Masthead

ବିଜେପିରେ ମିଶିବେ ଜେଡିଏସ ବିଧାୟକ

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକର ୨୨୪ ବିଧାନସଭା ଆସନ ପାଇଁ ମେ’ ୧୦ ରେ ହେବ ଭୋଟ । ଏବେ ଠାରୁ ନେତାଙ୍କ ଦଳବଦଳ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଇତିମଧ୍ୟରେ କର୍ଣ୍ଣାଟକର ଜେଡିଏସ୍‌ ବିଧାୟକ ଏ.ଟି. ରାମାସ୍ୱାମୀ ବିଜେପିରେ ଯୋଗଦେବାକୁ ଯାଉଛନ୍ତି। ସୂଚନା ଅନୁସାରେ ଏଟି ରାମାସ୍ୱାମୀ ଶନିବାର ଅପରାହ୍ନ ୪ଟାରେ ବିଜେପିରେ ଯୋଗ ଦେବେ। ସେ କର୍ଣ୍ଣାଟକର ଅରକାଲଗୁଡରୁ ବିଧାୟକ ରହିଛନ୍ତି। ଏ.ଟି. ରାମାସ୍ୱାମୀ ଶୁକ୍ରବାର ବିଧାନସଭାରୁ ଇସ୍ତଫା ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ