Masthead

ଆଜି ପ୍ରକାଶ ପାଇବ ଜେଇଇ ଆଡଭାନ୍ସ ରେଜଲ୍ଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ: ଆଜି ପ୍ରକାଶ ପାଇବ ଜେଇଇ ଆଡଭାନ୍ସ ପରୀକ୍ଷାଫଳ । ଆଇଆଇଟି ଦିଲ୍ଲୀ ପକ୍ଷରୁ ପରୀକ୍ଷାଫଳ ପ୍ରକାଶ ପାଇବ । ପରୀକ୍ଷାର୍ଥୀ ଜେଇଇ ଆଡଭାନ୍ସ ୱେବସାଇଟରେ ୟୁଜର ଆଇଡି ଏବଂ ପାସୱାର୍ଡ ଦେଇ ନିଜ ପରୀକ୍ଷାଫଳ ଦେଖିପାରିବେ । ଆଇଆଇଟିରେ ନାମ ଲେଖାଇବା ପାଇଁ ସେପ୍ଟେମ୍ବର-୨୭ରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା । କରୋନା କଟକଣାକୁ ଦୃଷ୍ଟିରେ ରଖି ଦେଶର ୨୨୨ଟି ସହରରେ ୧୧୫୦ଟି କେନ୍ଦ୍ରରେ ପରୀକ୍ଷା ହୋଇଥିଲା । ଆଜି ପରୀକ୍ଷାଫଳ ପ୍ରକାଶ ପାଇବା ପରେ ଉତ୍ତୀର୍ଣ୍ଣ ପରୀକ୍ଷାର୍ଥୀ ଅକ୍ଟୋବର-୬ରୁ ନଭେମ୍ବର-୯ ତାରିଖ ସୁଦ୍ଧା କାଉନସେଲିଂରେ ଅଂଶଗ୍ରହଣ ପାଇଁ ନାମ ରେଜଷ୍ଟ୍ରେସନ କରିପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ