Masthead

ଜେଇଇ ମେନ ସିଭିଲ ପରୀକ୍ଷା ବାତିଲ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ):ଗତ ୧୬ ତାରିଖରେ ହୋଇଥିବା ଜେଇଇ ମେନ ସିଭିଲ ପରୀକ୍ଷା ବାତିଲ ହୋଇଛି । ପରୀକ୍ଷାକୁ ବାତିଲ କରିଛନ୍ତି ଏସ୍ ଏସ୍ ସି । ପ୍ରଶ୍ନପତ୍ର ଲିକ ଘଟଣା ପରେ ବାଲେଶ୍ୱର ଏସପିଙ୍କ ସୂଚନା ଅନୁସାରେ ବାତିଲ ହୋଇଛି ପରୀକ୍ଷା । ଆସନ୍ତା ସେପ୍ଟେମ୍ବରରେ ହୋଇପାରେ ସାନି ପରୀକ୍ଷା । ଏସ୍ ଏସ୍ ସି ଚେୟାରମ୍ୟାନ ଅଭୟ ଟ୍ୱିଟ କରି ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ