Masthead

ଜେଇଇ ମେନ୍-୨୦୨୩ ସେସନ୍-୧ ରେଜଲ୍ଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ଜେଇଇ ମେନ୍ ରେଜଲ୍ଟ । ୨୦୨୩ ସେସନ୍-୧ ରେଜଲ୍ଟ ପ୍ରକାଶ ପାଇଛି । ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ସୂଚନା ଦିଆଯାଇଛି। ଅଫିସିଆଲ ୱେବସାଇଟ୍ – http://jeemain.nta.nic.in ରେ ରେଜଲ୍ଟ ଚେକ୍‌ କରିପାରିବେ। ପ୍ରାର୍ଥୀମାନେ ସେମାନଙ୍କର ଆପ୍ଲିକେସନ୍‌ ନମ୍ବର ଓ ଜନ୍ମ ତାରିଖ ଦେଇ ରେଜଲ୍ଟ ଚେକ୍‌ କରିପାରିବେ। ଜେଇଇ ମେନ୍-୨୦୨୩ ସେସନ୍-୧ ପରୀକ୍ଷା ଜାନୁଆରୀ ୨୪ରୁ ଆରମ୍ଭ ହୋଇ ଫେବୃଆରୀ ୧ରେ ଶେଷ ହୋଇଥିଲା। ଚଳିତ ଥର ୮.୬ ଲକ୍ଷ ପ୍ରାର୍ଥୀ ପେପର୍‌ ୧ ପରୀକ୍ଷା ଦେଇଥିବା ବେଳେ ୦.୪୬ ଲକ୍ଷ ପ୍ରାର୍ଥୀ ପେପର୍‌ ୨ ପରୀକ୍ଷା ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ