Masthead

ଜେଇଇ ମେନ୍-୨୦୨୩ ସେସନ୍-୧ ରେଜଲ୍ଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ଜେଇଇ ମେନ୍ ରେଜଲ୍ଟ । ୨୦୨୩ ସେସନ୍-୧ ରେଜଲ୍ଟ ପ୍ରକାଶ ପାଇଛି । ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ସୂଚନା ଦିଆଯାଇଛି। ଅଫିସିଆଲ ୱେବସାଇଟ୍ – http://jeemain.nta.nic.in ରେ ରେଜଲ୍ଟ ଚେକ୍‌ କରିପାରିବେ। ପ୍ରାର୍ଥୀମାନେ ସେମାନଙ୍କର ଆପ୍ଲିକେସନ୍‌ ନମ୍ବର ଓ ଜନ୍ମ ତାରିଖ ଦେଇ ରେଜଲ୍ଟ ଚେକ୍‌ କରିପାରିବେ। ଜେଇଇ ମେନ୍-୨୦୨୩ ସେସନ୍-୧ ପରୀକ୍ଷା ଜାନୁଆରୀ ୨୪ରୁ ଆରମ୍ଭ ହୋଇ ଫେବୃଆରୀ ୧ରେ ଶେଷ ହୋଇଥିଲା। ଚଳିତ ଥର ୮.୬ ଲକ୍ଷ ପ୍ରାର୍ଥୀ ପେପର୍‌ ୧ ପରୀକ୍ଷା ଦେଇଥିବା ବେଳେ ୦.୪୬ ଲକ୍ଷ ପ୍ରାର୍ଥୀ ପେପର୍‌ ୨ ପରୀକ୍ଷା ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା