Masthead

ଜେଇଇ ମେନ ଫଳାଫଳ ପ୍ରକାଶିତ, ଦେବାଶିଷ ପଣ୍ଡା ଓଡ଼ିଶା ଟପ୍ପର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ପ୍ରକାଶ ପାଇଲା ଜେଇଇ ମେନ ରେଜଲ୍ଟ । ପରୀକ୍ଷା ଫଳ ପ୍ରକାଶ କରିଛି ଏନ୍ଟିଏ । ୯୯ ପ୍ରତିଶତ ନମ୍ବର ରଖି ଦେବାଶିଷ ପଣ୍ଡା ହୋଇଛନ୍ତି ଓଡିଶା ଟପ୍ପର । ମାତ୍ର ୬ଦିନ ମଧ୍ୟରେ ପ୍ରକାଶ ପାଇଛି ପରୀକ୍ଷା ଫଳ । ୩୩୪ଟି ସହରର ୭୯୨ଟି କେନ୍ଦ୍ରରେ ହୋଇଥିଲା ଏହି ପରୀକ୍ଷା । ଏହାଛଡ଼ା, ତେଲେଙ୍ଗାନା, ପଶ୍ଚିମବଙ୍ଗ, ଦିଲ୍ଲୀ, ବିହାର, ରାଜସ୍ଥାନ, ତାମିଲ୍‌ନାଡୁ ଓ ମହାରାଷ୍ଟ୍ରର ୧୩ଜଣ ପରୀକ୍ଷାର୍ଥୀ ୧୦୦% ନମ୍ବର ରଖିଥିବା ଫଳାଫଳ ତାଲିକାରେ ଉଲ୍ଲେଖ କରାଯାଇଛି।

୨୦୨୧ ମାର୍ଚ ୧୬ରୁ ୧୮ ପର୍ୟ୍ୟନ୍ତ ’ବି.ଇ./ବି.ଟେକ୍‌’ ପାଇଁ ହୋଇଥିବା ’ଜେଇଇ (ମେନ୍‌) ପରୀକ୍ଷାର ପରିଚାଳନା କରିଥିଲା ’ନ୍ୟାସ୍‌ନାଲ୍‌ ଟେଷ୍ଟିଙ୍ଗ୍‌ ଏଜେନ୍‌ସି’ (ଏନ୍‌ଟିଏ)। ବିଦେଶର ୧୨ଟି ସହର ସମେତ ଦେଶର ୩୩୪ଟି ସହରରେ ଏହି ପରୀକ୍ଷା କରାଯାଇଥିଲା। ଦ୍ୱିତୀୟ ଥର ଲାଗି ଏହି ପରୀକ୍ଷା ୧୩ଟି ଭାଷାରେ ଆୟୋଜିତ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା