Masthead

ସ୍ଥଗିତ ହେଲା ଜେଇଇ ମେନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମଣ । ଅଣାୟତ ହେଉଛି ସ୍ଥିତି । ଏହାକୁ ଦୃଷ୍ଟିରେ ରଖି ଜେଇଇ ମେନ୍ ୨୦୨୧କୁ ସ୍ଥଗିତ ରଖାଯାଇଛି । ନେସନାଲ୍ ଟେଷ୍ଟିଂ ଏଜେନ୍ସି (ଏନଟିଟି) ପକ୍ଷରୁ ରବିବାର ଜେଇଇ ସ୍ଥଗିତ ହେବା ନେଇ ସୂଚନା ଦିଆଯାଇଛି । ଆସନ୍ତା ଏପ୍ରିଲ ୨୭, ୨୮ ଏବଂ ୩୦ ତାରିଖରେ ଜେଇଇ ପରୀକ୍ଷା ହୋଇଥାନ୍ତା ।

ବର୍ତ୍ତମାନ ପାଇଁ ଏହାକୁ ସ୍ଥଗିତ ରଖାଯାଇଛି । ପୁଣି ଥରେ ପରୀକ୍ଷା କେବେ ହେବ ସେ ନେଇ ସୂଚନା ଦିଆଯାଇନାହିଁ । ଏହାକୁ ନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ । ଏହା ସହିତ ପରୀକ୍ଷାର ପୁନଶ୍ଚ ତାରିଖ ୧୫ ଦିନ ପୂର୍ବରୁ ପ୍ରକାଶ ପାଇବ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ