Masthead

ଓଡିଆ ଭାଷାରେ ଜେଇଇ ପ୍ରଶ୍ନପତ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଚଳିତ ବର୍ଷଠାରୁ ଜେଇଇ ପ୍ରଶ୍ନପତ୍ର ବିଭିନ୍ନ ଭାରତୀୟ ଭାଷା ସମେତ ଓଡିଆ ଭାଷାରେ ଉପଲବ୍ଧ ହେବ । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।ପ୍ରଥମେ ରାଜ୍ୟ ସରକାର ଏ ବାବଦରେ ଏନଟିଏକୁ ଅନୁରୋଧ କରିଥିଲେ ।

ଏହି ପ୍ରସ୍ତାବରେ ଏନଟିଏ ସହମତ ପ୍ରକାଶ କରିଛି । ଓଡିଶାର ଛାତ୍ର ଛାତ୍ରୀଙ୍କ ସୁବିଧା ପାଇଁ ଓଡିଆ ଭାଷାରେ ପ୍ରଶ୍ନପତ୍ର ଉପଲବ୍ଧ କରାଯିବ । ଚଳିତ ବର୍ଷ ମୋଟ ୧୩ଟି ଭାଷାରେ ପରୀକ୍ଷା ଅନୁଷ୍ଠିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା 🔴 ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ 🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି 🔴 ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା 🔴 ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ 🔴 ପରିବା ମାର୍କେଟରେ ଲାଗିଲା ନିଆଁ 🔴 ଜୀବିତ ରୋଗୀକୁ ମାରିଦେଲା ଘରୋଇ ହସ୍ପିଟାଲ 🔴 ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ତଦନ୍ତ କରି ଫେରିଲେ ତିନିଜଣିଆ କମିଟି 🔴 ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ