Masthead

ଓଡିଆ ଭାଷାରେ ଜେଇଇ ପ୍ରଶ୍ନପତ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଚଳିତ ବର୍ଷଠାରୁ ଜେଇଇ ପ୍ରଶ୍ନପତ୍ର ବିଭିନ୍ନ ଭାରତୀୟ ଭାଷା ସମେତ ଓଡିଆ ଭାଷାରେ ଉପଲବ୍ଧ ହେବ । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।ପ୍ରଥମେ ରାଜ୍ୟ ସରକାର ଏ ବାବଦରେ ଏନଟିଏକୁ ଅନୁରୋଧ କରିଥିଲେ ।

ଏହି ପ୍ରସ୍ତାବରେ ଏନଟିଏ ସହମତ ପ୍ରକାଶ କରିଛି । ଓଡିଶାର ଛାତ୍ର ଛାତ୍ରୀଙ୍କ ସୁବିଧା ପାଇଁ ଓଡିଆ ଭାଷାରେ ପ୍ରଶ୍ନପତ୍ର ଉପଲବ୍ଧ କରାଯିବ । ଚଳିତ ବର୍ଷ ମୋଟ ୧୩ଟି ଭାଷାରେ ପରୀକ୍ଷା ଅନୁଷ୍ଠିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ