Masthead

ପ୍ରକାଶ ପାଇଲା ଜେଇଇ ଆଡଭାନ୍ସଡ ରେଜଲ୍ଟ, ୪୩ ହଜାର ୭୭୩ ହୋଇଛନ୍ତି କୃତକାର୍ଯ୍ୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ପ୍ରକାଶ ପାଇଲା ଜେଇଇ ରେଜଲ୍ଟ । ୧ ଲକ୍ଷ ୮୦ ହଜାର ୩୭୨ ଛାତ୍ରଛାତ୍ରୀ ଦେଇଥିଲେ ପରୀକ୍ଷା । ୪୩ ହଜାର ୭୭୩ ହୋଇଛନ୍ତି କୃତକାର୍ଯ୍ୟ । ଆଇଆଇଟିରେ ହାଇଦ୍ରାବାଦ ଜୋନର ଭିସି ରେଡ୍ଡି ଟପ୍ପର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ