Masthead

ଜିତେଗା..ଜିତେଗା ..ଇଣ୍ଡିଆ ଜିତେଗା

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଆଜି ହାଇ ଭୋଲଟେଜ ମ୍ୟାଚ । ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ । ପ୍ରତିଶୋଧ ନେଇପାରେ ଭାରତ । ସବୁଠି କ୍ରିକେଟ ଫିଭର । ମ୍ୟାଚ୍ ଦେଖିବା ପାଇଁ ଅହମ୍ମଦାବାଦରେ ପହଞ୍ଚିଲେଣି କ୍ରିକେଟ୍ ପ୍ରେମୀ । ଅହମ୍ମଦାବ ହେଲାଣି ଜନସମୁଦ୍ର । ଭାରତର ବିଜୟ ପାଇଁ ଦେଶବ୍ୟାପୀ ଚାଲିଛି ପୂଜାର୍ଚ୍ଚନା ଓ ହୋମଯଜ୍ଞ । ସମସ୍ତଙ୍କ ମୁହଁରେ ଗୋଟିଏ କଥା ଜିତେଗା..ଜିତେଗା ..ଇଣ୍ଡିଆ ଜିତେଗା ।

ସେପଟେ ବହୁ ମାନ୍ୟଗନ୍ୟ ବ୍ୟକ୍ତିଙ୍କୁ ଅତିଥି ଭାବେ ନିମନ୍ତ୍ରଣ କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ବସି ମ୍ୟାଚ୍ ଦେଖିବେ । ଅଷ୍ଟ୍ରେଲିଆର ଉପପ୍ରଧାନମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ । ସଚିନ୍ ତେନ୍ଦୁଲକର, ଯୁବରାଜ ସିଂହ, ମହେନ୍ଦ୍ର ସିଂ ଧୋନିଙ୍କ ସମେତ ୨୦୧୧ ବିଶ୍ୱକପ୍ ଚାମ୍ପିଅନ୍ ଦଳର ସଦସ୍ୟମାନେ ଷ୍ଟାଡିୟମରେ ଉପସ୍ଥିତ ରହିବେ । ଏୟାର ସୋ, ଲେଜର ସୋ ଓ ଡ୍ରୋନ୍ ସୋ ଦେଖିବେ ଦର୍ଶକ । ଏହା ସହ ଷ୍ଟାଡିୟମରେ ନୃତ୍ୟ, ଗୀତ ଦେଖିବାକୁ ମିଳିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା