Masthead

ଧରାପୃଷ୍ଠରେ ଯୀଶୁ

ବ୍ରହ୍ମପୁର(ବଡ଼ ଖବର ବ୍ୟୁରୋ): ଧରାପୃଷ୍ଠରେ ଅବତରଣ କରିଛନ୍ତି ଯୀଶୁ । ଚର୍ଚ୍ଚଗୁଡିକ ଉତ୍ସବ ମୁଖର । ଆଜିର ଦିନରେ ମା’ ମେରୀଙ୍କ ଗର୍ଭରୁ ଜନ୍ମଗ୍ରହଣ କରିଥିଲେ ଯୀଶୁ । ସମଗ୍ର ବିଶ୍ୱ ଯୀଶୁଙ୍କ ଜନ୍ମଦିନକୁ ବଡଦିନ ଭାବେ ପାଳନ କରୁଛି । ଏହି ଅବସରରେ ଖ୍ରୀଷ୍ଟିଆନ ଧର୍ମାବଲମ୍ବୀମାନେ ବ୍ରହ୍ମପୁର ସହରର ସମସ୍ତ ଚର୍ଚ୍ଚରେ ବଡ଼ ଦିନ ପାଳନ କରିଛନ୍ତି । କୋଭିଡ କଟକଣା ମଧ୍ୟରେ ଚର୍ଚ୍ଚଗୁଡିକରେ କମ ସଂଖ୍ୟକ ଭକ୍ତ ରହି ପ୍ରାର୍ଥନା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା